Text copied!
Bibles in Odia

ଗୀତସଂହିତା 18:47-49 in Odia

Help us?

ଗୀତସଂହିତା 18:47-49 in ଓଡିଆ ବାଇବେଲ

47 ସେହି ପରମେଶ୍ୱର ମୋ’ ପକ୍ଷରେ ପରିଶୋଧ ନିଅନ୍ତି ଓ ଗୋଷ୍ଠୀୟମାନଙ୍କୁ ମୋହର ବଶୀଭୂତ କରନ୍ତି।
48 ସେ ମୋ’ ଶତ୍ରୁଗଣଠାରୁ ମୋତେ ରକ୍ଷା କରନ୍ତି; ହଁ, ତୁମ୍ଭେ ମୋ’ ବିରୁଦ୍ଧରେ ଉତ୍‍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ଉଦ୍ଧାର କରୁଅଛ।
49 ଏହେତୁ, ହେ ସଦାପ୍ରଭୁ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ଧନ୍ୟବାଦ କରିବି ଓ ତୁମ୍ଭ ନାମର ପ୍ରଶଂସା ଗାନ କରିବି।
ଗୀତସଂହିତା 18 in ଓଡିଆ ବାଇବେଲ