Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 18

ଗୀତସଂହିତା 18:5-6

Help us?
Click on verse(s) to share them!
5ପାତାଳର ରଜ୍ଜୁସବୁ ମୋ’ ଚାରିଆଡ଼େ ଥିଲା; ମୃତ୍ୟୁୁର ଫାନ୍ଦ ମୋ’ ଉପରେ ପଡ଼ିଲା।
6ମୁଁ ଆପଣା ଦୁର୍ଦ୍ଦଶା ସମୟରେ ସଦାପ୍ରଭୁଙ୍କୁ ଡାକିଲି ଓ ମୋ’ ପରମେଶ୍ୱରଙ୍କ ନିକଟରେ ଆର୍ତ୍ତନାଦ କଲି; ସେ ଆପଣା ମନ୍ଦିରରୁ ମୋହର ରବ ଶୁଣିଲେ, ପୁଣି, ତାହାଙ୍କ ସମ୍ମୁଖରେ କୃତ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ପ୍ରବେଶ କଲା।

Read ଗୀତସଂହିତା 18ଗୀତସଂହିତା 18
Compare ଗୀତସଂହିତା 18:5-6ଗୀତସଂହିତା 18:5-6