Text copied!
Bibles in Odia

ଗୀତସଂହିତା 18:8-10 in Odia

Help us?

ଗୀତସଂହିତା 18:8-10 in ଓଡିଆ ବାଇବେଲ

8 ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ୱାରା ଅଙ୍ଗାର ପ୍ରଜ୍ୱଳିତ ହେଲା।
9 ସେ ଆକାଶମଣ୍ଡଳକୁ ହିଁ ନୁଆଁଇ ତଳକୁ ଆସିଲେ; ଆଉ, ତାହାଙ୍କ ପାଦ ତଳେ ଘୋର ଅନ୍ଧକାର ଥିଲା।
10 ପୁଣି, ସେ କିରୂବ ଉପରେ ଆରୋହଣ କରି ଉଡ଼ିଲେ; ହଁ, ସେ ବାୟୁର ପକ୍ଷ ଉପରେ ବେଗରେ ଉଡ଼ିଲେ।
ଗୀତସଂହିତା 18 in ଓଡିଆ ବାଇବେଲ