Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 18

ଗୀତସଂହିତା 18:8-11

Help us?
Click on verse(s) to share them!
8ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ୱାରା ଅଙ୍ଗାର ପ୍ରଜ୍ୱଳିତ ହେଲା।
9ସେ ଆକାଶମଣ୍ଡଳକୁ ହିଁ ନୁଆଁଇ ତଳକୁ ଆସିଲେ; ଆଉ, ତାହାଙ୍କ ପାଦ ତଳେ ଘୋର ଅନ୍ଧକାର ଥିଲା।
10ପୁଣି, ସେ କିରୂବ ଉପରେ ଆରୋହଣ କରି ଉଡ଼ିଲେ; ହଁ, ସେ ବାୟୁର ପକ୍ଷ ଉପରେ ବେଗରେ ଉଡ଼ିଲେ।
11ସେ ଅନ୍ଧକାରକୁ ଆପଣାର ଗୁପ୍ତ ସ୍ଥାନ ଓ ଜଳମୟ ଅନ୍ଧକାରକୁ, ଗଗନମଣ୍ଡଳର ନିବିଡ଼ ମେଘମାଳକୁ ଆପଣା ଚତୁର୍ଦ୍ଦିଗରେ ଆବାସ ସ୍ୱରୂପ କଲେ।

Read ଗୀତସଂହିତା 18ଗୀତସଂହିତା 18
Compare ଗୀତସଂହିତା 18:8-11ଗୀତସଂହିତା 18:8-11