Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 19

ଗୀତସଂହିତା 19:10-13

Help us?
Click on verse(s) to share them!
10ତାହାସବୁ ସୁବର୍ଣ୍ଣ ଓ ପ୍ରଚୁର ଶୁଦ୍ଧସୁବର୍ଣ୍ଣ ଅପେକ୍ଷା ବାଞ୍ଛନୀୟ; ଆଉ, ମଧୁ ଓ ମଧୁଚାକଠାରୁ ସୁମିଷ୍ଟ।
11ଆହୁରି, ତଦ୍ଦ୍ୱାରା ତୁମ୍ଭ ଦାସ ଚେତନା ପାଏ; ତହିଁର ପ୍ରତିପାଳନରେ ମହାଫଳ ଥାଏ।
12ଆପଣା ଭ୍ରାନ୍ତିସବୁ କିଏ ବୁଝିପାରେ ? ତୁମ୍ଭେ ଗୁପ୍ତଦୋଷରୁ ମୋତେ ପରିଷ୍କାର କର।
13ଦୁଃସାହସଜନିତ ସବୁ ପାପରୁ ହିଁ ଆପଣା ଦାସକୁ ଅଟକାଇ ରଖ; ତାହାସବୁ ମୋ’ ଉପରେ କର୍ତ୍ତୃତ୍ୱ ନ କରୁ; ତହିଁରେ ମୁଁ ସିଦ୍ଧ ହେବି, ପୁଣି, ମହାପରାଧରୁ ପରିଷ୍କୃତ ହେବି।

Read ଗୀତସଂହିତା 19ଗୀତସଂହିତା 19
Compare ଗୀତସଂହିତା 19:10-13ଗୀତସଂହିତା 19:10-13