Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 19

ଗୀତସଂହିତା 19:4-5

Help us?
Click on verse(s) to share them!
4ତଥାପି ସେମାନଙ୍କର ରଜ୍ଜୁ ସମୁଦାୟ ପୃଥିବୀରେ ଓ ସେମାନଙ୍କର ବାକ୍ୟ ଜଗତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ। ସେମାନଙ୍କ ମଧ୍ୟରେ ସେ ସୂର୍ଯ୍ୟ ନିମନ୍ତେ ଏକ ଆବାସ ସ୍ଥାପନ କରିଅଛନ୍ତି,
5ସେ ଆପଣା ଅନ୍ତଃପୁରରୁ ବାହାରି ଆସିବା ବର ତୁଲ୍ୟ ଓ ସେ ଆପଣା ପଥରେ ଦୌଡ଼ିବା ପାଇଁ ବୀର ତୁଲ୍ୟ ଆନନ୍ଦ କରେ।

Read ଗୀତସଂହିତା 19ଗୀତସଂହିତା 19
Compare ଗୀତସଂହିତା 19:4-5ଗୀତସଂହିତା 19:4-5