Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 19

ଗୀତସଂହିତା 19:4-8

Help us?
Click on verse(s) to share them!
4ତଥାପି ସେମାନଙ୍କର ରଜ୍ଜୁ ସମୁଦାୟ ପୃଥିବୀରେ ଓ ସେମାନଙ୍କର ବାକ୍ୟ ଜଗତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ। ସେମାନଙ୍କ ମଧ୍ୟରେ ସେ ସୂର୍ଯ୍ୟ ନିମନ୍ତେ ଏକ ଆବାସ ସ୍ଥାପନ କରିଅଛନ୍ତି,
5ସେ ଆପଣା ଅନ୍ତଃପୁରରୁ ବାହାରି ଆସିବା ବର ତୁଲ୍ୟ ଓ ସେ ଆପଣା ପଥରେ ଦୌଡ଼ିବା ପାଇଁ ବୀର ତୁଲ୍ୟ ଆନନ୍ଦ କରେ।
6ଆକାଶମଣ୍ଡଳର ପ୍ରାନ୍ତରୁ ତାହାର ଉଦୟ ଓ ତହିଁର ଅନ୍ୟ ପ୍ରାନ୍ତ ପର୍ଯ୍ୟନ୍ତ ତାହାର ଭ୍ରମଣ ହୁଅଇ; ପୁଣି, ତାହାର ଉତ୍ତାପରୁ କୌଣସି ବସ୍ତୁ ଗୁପ୍ତ ନ ଥାଏ।
7ସଦାପ୍ରଭୁଙ୍କ ବ୍ୟବସ୍ଥା ସିଦ୍ଧ, ପ୍ରାଣର ସ୍ୱାସ୍ଥ୍ୟଜନକ; ସଦାପ୍ରଭୁଙ୍କ ପ୍ରମାଣ-ବାକ୍ୟ ଅଟଳ, ଅଳ୍ପ ବୁଦ୍ଧିର ଜ୍ଞାନଦାୟକ
8ସଦାପ୍ରଭୁଙ୍କର ବିଧିସବୁ ଯଥାର୍ଥ, ଚିତ୍ତର ଆନନ୍ଦଜନକ; ସଦାପ୍ରଭୁଙ୍କର ଆଜ୍ଞା ନିର୍ମଳ, ଚକ୍ଷୁର ଦୀପ୍ତିଦାୟକ।

Read ଗୀତସଂହିତା 19ଗୀତସଂହିତା 19
Compare ଗୀତସଂହିତା 19:4-8ଗୀତସଂହିତା 19:4-8