Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 19

ଗୀତସଂହିତା 19:7-9

Help us?
Click on verse(s) to share them!
7ସଦାପ୍ରଭୁଙ୍କ ବ୍ୟବସ୍ଥା ସିଦ୍ଧ, ପ୍ରାଣର ସ୍ୱାସ୍ଥ୍ୟଜନକ; ସଦାପ୍ରଭୁଙ୍କ ପ୍ରମାଣ-ବାକ୍ୟ ଅଟଳ, ଅଳ୍ପ ବୁଦ୍ଧିର ଜ୍ଞାନଦାୟକ
8ସଦାପ୍ରଭୁଙ୍କର ବିଧିସବୁ ଯଥାର୍ଥ, ଚିତ୍ତର ଆନନ୍ଦଜନକ; ସଦାପ୍ରଭୁଙ୍କର ଆଜ୍ଞା ନିର୍ମଳ, ଚକ୍ଷୁର ଦୀପ୍ତିଦାୟକ।
9ସଦାପ୍ରଭୁଙ୍କ ଭୟ ଶୁଚି, ସଦାକାଳସ୍ଥାୟୀ। ସଦାପ୍ରଭୁଙ୍କ ଶାସନସକଳ ସତ୍ୟ ଓ ସର୍ବତୋଭାବେ ନ୍ୟାଯ୍ୟ।

Read ଗୀତସଂହିତା 19ଗୀତସଂହିତା 19
Compare ଗୀତସଂହିତା 19:7-9ଗୀତସଂହିତା 19:7-9