Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 19

ଗୀତସଂହିତା 19:9-10

Help us?
Click on verse(s) to share them!
9ସଦାପ୍ରଭୁଙ୍କ ଭୟ ଶୁଚି, ସଦାକାଳସ୍ଥାୟୀ। ସଦାପ୍ରଭୁଙ୍କ ଶାସନସକଳ ସତ୍ୟ ଓ ସର୍ବତୋଭାବେ ନ୍ୟାଯ୍ୟ।
10ତାହାସବୁ ସୁବର୍ଣ୍ଣ ଓ ପ୍ରଚୁର ଶୁଦ୍ଧସୁବର୍ଣ୍ଣ ଅପେକ୍ଷା ବାଞ୍ଛନୀୟ; ଆଉ, ମଧୁ ଓ ମଧୁଚାକଠାରୁ ସୁମିଷ୍ଟ।

Read ଗୀତସଂହିତା 19ଗୀତସଂହିତା 19
Compare ଗୀତସଂହିତା 19:9-10ଗୀତସଂହିତା 19:9-10