Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 20

ଗୀତସଂହିତା 20:3-6

Help us?
Click on verse(s) to share them!
3ତୁମ୍ଭର ନୈବେଦ୍ୟସବୁ ସ୍ମରଣ କରନ୍ତୁ, ପୁଣି, ତୁମ୍ଭର ହୋମବଳି ଗ୍ରହଣ କରନ୍ତୁ; ସେଲା
4ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରନ୍ତୁ ଓ ତୁମ୍ଭର ଯୋଜନାସବୁ ସଫଳ କରନ୍ତୁ।
5ଆମ୍ଭେମାନେ ତୁମ୍ଭ ପରିତ୍ରାଣରେ ଜୟଧ୍ୱନି କରିବୁ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ଆମ୍ଭେମାନେ ଧ୍ୱଜା ସ୍ଥାପନ କରିବୁ; ସଦାପ୍ରଭୁ ତୁମ୍ଭର ସବୁ ନିବେଦନ ସିଦ୍ଧ କରନ୍ତୁ।
6ଏବେ ମୁଁ ଜାଣୁଅଛି ଯେ, ସଦାପ୍ରଭୁ ଆପଣା ଅଭିଷିକ୍ତକୁ ଉଦ୍ଧାର କରନ୍ତି, ସେ ଆପଣା ଡାହାଣ ହସ୍ତର ତ୍ରାଣ ଶକ୍ତିରେ ନିଜ ପବିତ୍ର ସ୍ୱର୍ଗରୁ ତାହାକୁ ଉତ୍ତର ଦେବେ।

Read ଗୀତସଂହିତା 20ଗୀତସଂହିତା 20
Compare ଗୀତସଂହିତା 20:3-6ଗୀତସଂହିତା 20:3-6