Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 20

ଗୀତସଂହିତା 20:7-9

Help us?
Click on verse(s) to share them!
7କେହି କେହି ରଥରେ ଓ କେହି କେହି ଅଶ୍ୱରେ ନିର୍ଭର କରନ୍ତି; ମାତ୍ର ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଶକ୍ତିରେ ନିର୍ଭର କରୁ।
8ସେମାନେ ନତ ହୋଇ ପତିତ ହୋଇଅଛନ୍ତି; ମାତ୍ର ଆମ୍ଭେମାନେ ଉଠି ସଳଖ ଠିଆ ହେଉଅଛୁ।
9ହେ ସଦାପ୍ରଭୁ, ପରିତ୍ରାଣ କର; ଆମ୍ଭେମାନେ ଡାକିବା ବେଳେ ରାଜା ଆମ୍ଭମାନଙ୍କୁ ଉତ୍ତର ଦେଉନ୍ତୁ।

Read ଗୀତସଂହିତା 20ଗୀତସଂହିତା 20
Compare ଗୀତସଂହିତା 20:7-9ଗୀତସଂହିତା 20:7-9