Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 21

ଗୀତସଂହିତା 21:1-2

Help us?
Click on verse(s) to share them!
1ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ରାଜା ତୁମ୍ଭ ବଳରେ ଆନନ୍ଦ କରିବେ ଓ ତୁମ୍ଭ ପରିତ୍ରାଣରେ ସେ କେଡ଼େ ମହାନନ୍ଦ କରିବେ !
2ତୁମ୍ଭେ ତାଙ୍କୁ ତାଙ୍କ ମନର ବାଞ୍ଛା ପ୍ରଦାନ କରିଅଛ, ଓ ତାଙ୍କ ମୁଖର ନିବେଦନ ଅସ୍ୱୀକାର କରି ନାହଁ। ସେଲା

Read ଗୀତସଂହିତା 21ଗୀତସଂହିତା 21
Compare ଗୀତସଂହିତା 21:1-2ଗୀତସଂହିତା 21:1-2