Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 21

ଗୀତସଂହିତା 21:2-6

Help us?
Click on verse(s) to share them!
2ତୁମ୍ଭେ ତାଙ୍କୁ ତାଙ୍କ ମନର ବାଞ୍ଛା ପ୍ରଦାନ କରିଅଛ, ଓ ତାଙ୍କ ମୁଖର ନିବେଦନ ଅସ୍ୱୀକାର କରି ନାହଁ। ସେଲା
3କାରଣ ତୁମ୍ଭେ ନାନା ମଙ୍ଗଳ ଆଶୀର୍ବାଦ ଘେନି ତାଙ୍କର ସମ୍ମୁଖବର୍ତ୍ତୀ ହେଉଅଛ; ତୁମ୍ଭେ ତାଙ୍କ ମସ୍ତକରେ ଶୁଦ୍ଧ ସୁବର୍ଣ୍ଣ ମୁକୁଟ ଦେଉଅଛ।
4ସେ ତୁମ୍ଭ ନିକଟରେ ଜୀବନ ପ୍ରାର୍ଥନା କଲେ, ତୁମ୍ଭେ ତାହା ତାଙ୍କୁ ଦେଲ; ଆହୁରି, ଅନନ୍ତକାଳସ୍ଥାୟୀ ଦୀର୍ଘାୟୁ ଦାନ କଲ।
5ତୁମ୍ଭ କୃତ ପରିତ୍ରାଣରେ ତାଙ୍କର ମହାଗୌରବ ହୋଇଅଛି; ତୁମ୍ଭେ ତାଙ୍କ ଉପରେ ସମ୍ଭ୍ରମ ଓ ପ୍ରତାପ ଅର୍ପଣ କରୁଅଛ;
6କାରଣ ତୁମ୍ଭେ ତାଙ୍କୁ ସଦାକାଳ ଆଶୀର୍ବାଦଯୁକ୍ତ କରୁଅଛ; ତୁମ୍ଭେ ଆପଣା ଶ୍ରୀଛାମୁର ଆନନ୍ଦରେ ତାଙ୍କୁ ଉଲ୍ଲସିତ କରୁଅଛ।

Read ଗୀତସଂହିତା 21ଗୀତସଂହିତା 21
Compare ଗୀତସଂହିତା 21:2-6ଗୀତସଂହିତା 21:2-6