Text copied!
Bibles in Odia

ଗୀତସଂହିତା 22:10-13 in Odia

Help us?

ଗୀତସଂହିତା 22:10-13 in ଓଡିଆ ବାଇବେଲ

10 ଗର୍ଭରୁ ମୁଁ ତୁମ୍ଭଠାରେ ସମର୍ପିତ ହୋଇଥିଲି; ମୋହର ମାତାର ଉଦରରୁ ତୁମ୍ଭେ ମୋହର ପରମେଶ୍ୱର ଅଟ।
11 ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; କାରଣ ସଙ୍କଟ ସନ୍ନିକଟ; ସାହାଯ୍ୟକାରୀ କେହି ନାହିଁ।
12 ଅନେକ ବୃଷ ମୋତେ ବେଷ୍ଟନ କରିଅଛନ୍ତି; ବାଶନ ଦେଶର ବଳବାନ ବୃଷଗଣ ମୋତେ ଘେରିଅଛନ୍ତି।
13 ସେମାନେ ଗ୍ରାସ କରିବାକୁ ଇଚ୍ଛା ଓ ଗର୍ଜ୍ଜନକାରୀ ସିଂହ ତୁଲ୍ୟ ମୋ’ ପ୍ରତି ମୁଖ ମେଲାଇ ଅଛନ୍ତି।
ଗୀତସଂହିତା 22 in ଓଡିଆ ବାଇବେଲ