Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 22

ଗୀତସଂହିତା 22:11-13

Help us?
Click on verse(s) to share them!
11ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; କାରଣ ସଙ୍କଟ ସନ୍ନିକଟ; ସାହାଯ୍ୟକାରୀ କେହି ନାହିଁ।
12ଅନେକ ବୃଷ ମୋତେ ବେଷ୍ଟନ କରିଅଛନ୍ତି; ବାଶନ ଦେଶର ବଳବାନ ବୃଷଗଣ ମୋତେ ଘେରିଅଛନ୍ତି।
13ସେମାନେ ଗ୍ରାସ କରିବାକୁ ଇଚ୍ଛା ଓ ଗର୍ଜ୍ଜନକାରୀ ସିଂହ ତୁଲ୍ୟ ମୋ’ ପ୍ରତି ମୁଖ ମେଲାଇ ଅଛନ୍ତି।

Read ଗୀତସଂହିତା 22ଗୀତସଂହିତା 22
Compare ଗୀତସଂହିତା 22:11-13ଗୀତସଂହିତା 22:11-13