Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 22

ଗୀତସଂହିତା 22:13-14

Help us?
Click on verse(s) to share them!
13ସେମାନେ ଗ୍ରାସ କରିବାକୁ ଇଚ୍ଛା ଓ ଗର୍ଜ୍ଜନକାରୀ ସିଂହ ତୁଲ୍ୟ ମୋ’ ପ୍ରତି ମୁଖ ମେଲାଇ ଅଛନ୍ତି।
14ମୁଁ ଜଳ ପରି ଢଳା ହେଉଅଛି ଓ ମୋହର ସବୁ ଅସ୍ଥି ସନ୍ଧିରୁ ଖସି ପଡ଼ୁଅଛି। ମୋହର ହୃଦୟ ମହମ ପରି ହୋଇଅଛି; ତାହା ମୋ’ ଅନ୍ତ୍ର ମଧ୍ୟରେ ତରଳି ଯାଏ।

Read ଗୀତସଂହିତା 22ଗୀତସଂହିତା 22
Compare ଗୀତସଂହିତା 22:13-14ଗୀତସଂହିତା 22:13-14