Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 22

ଗୀତସଂହିତା 22:14-16

Help us?
Click on verse(s) to share them!
14ମୁଁ ଜଳ ପରି ଢଳା ହେଉଅଛି ଓ ମୋହର ସବୁ ଅସ୍ଥି ସନ୍ଧିରୁ ଖସି ପଡ଼ୁଅଛି। ମୋହର ହୃଦୟ ମହମ ପରି ହୋଇଅଛି; ତାହା ମୋ’ ଅନ୍ତ୍ର ମଧ୍ୟରେ ତରଳି ଯାଏ।
15ମୋହର ବଳ ଖପରା ପରି ଶୁଷ୍କ ହୋଇଅଛି; ଆଉ, ମୋହର ଜିହ୍ୱା ତାଳୁରେ ଲାଗି ଯାଉଅଛି; ପୁଣି, ତୁମ୍ଭେ ମୋହର ମୃତ୍ୟୁୁର ଧୂଳିକି ଆଣିଅଛ।
16କାରଣ କୁକ୍କୁରମାନେ ମୋତେ ବେଷ୍ଟନ କରିଅଛନ୍ତି; ଦୁରାଚାରୀମାନଙ୍କ ମଣ୍ଡଳୀ ମୋତେ ବେଢ଼ିଅଛନ୍ତି; ସେମାନେ ମୋହର ହସ୍ତ ପାଦ ବିଦ୍ଧ କରିଅଛନ୍ତି।

Read ଗୀତସଂହିତା 22ଗୀତସଂହିତା 22
Compare ଗୀତସଂହିତା 22:14-16ଗୀତସଂହିତା 22:14-16