Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 22

ଗୀତସଂହିତା 22:16-17

Help us?
Click on verse(s) to share them!
16କାରଣ କୁକ୍କୁରମାନେ ମୋତେ ବେଷ୍ଟନ କରିଅଛନ୍ତି; ଦୁରାଚାରୀମାନଙ୍କ ମଣ୍ଡଳୀ ମୋତେ ବେଢ଼ିଅଛନ୍ତି; ସେମାନେ ମୋହର ହସ୍ତ ପାଦ ବିଦ୍ଧ କରିଅଛନ୍ତି।
17ମୁଁ ଆପଣା ଅସ୍ଥିସବୁ ଗଣିପାରେ; ସେମାନେ ମୋତେ ଅନାଇ ଚାହିଁ ରହିଥା’ନ୍ତି।

Read ଗୀତସଂହିତା 22ଗୀତସଂହିତା 22
Compare ଗୀତସଂହିତା 22:16-17ଗୀତସଂହିତା 22:16-17