Text copied!
Bibles in Odia

ଗୀତସଂହିତା 22:18-19 in Odia

Help us?

ଗୀତସଂହିତା 22:18-19 in ଓଡିଆ ବାଇବେଲ

18 ସେମାନେ ଆପଣାମାନଙ୍କ ମଧ୍ୟରେ ମୋହର ବସ୍ତ୍ର ବିଭାଗ କରନ୍ତି ଓ ସେମାନେ ମୋ’ ଉତ୍ତରୀୟ ବସ୍ତ୍ର ପାଇଁ ଗୁଲିବାଣ୍ଟ କରନ୍ତି।
19 ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ଆଶ୍ରୟ, ତୁମ୍ଭେ ମୋର ସାହାଯ୍ୟ ପାଇଁ ସତ୍ୱର ହୁଅ।
ଗୀତସଂହିତା 22 in ଓଡିଆ ବାଇବେଲ