Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 22

ଗୀତସଂହିତା 22:2-5

Help us?
Click on verse(s) to share them!
2ହେ ମୋହର ପରମେଶ୍ୱର, ମୁଁ ଦିନ ବେଳେ ଡାକେ, ମାତ୍ର ତୁମ୍ଭେ ଉତ୍ତର ଦେଉ ନାହଁ, ଆଉ ରାତ୍ରିକାଳରେ ଡାକେ, ପୁଣି, ନୀରବ ନ ରହେ।
3ତଥାପି ହେ ଇସ୍ରାଏଲର ପ୍ରଶଂସା-ନିବାସୀନ୍‍, ତୁମ୍ଭେ ପବିତ୍ର ଅଟ।
4ଆମ୍ଭମାନଙ୍କ ପୂର୍ବପୁରୁଷଗଣ ତୁମ୍ଭଠାରେ ବିଶ୍ୱାସ କଲେ; ସେମାନେ ବିଶ୍ୱାସ କଲେ, ଆଉ ତୁମ୍ଭେ ସେମାନଙ୍କୁ ଉଦ୍ଧାର କଲ।
5ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କଲେ ଓ ଉଦ୍ଧାର ପାଇଲେ; ସେମାନେ ତୁମ୍ଭଠାରେ ବିଶ୍ୱାସ କଲେ, ଆଉ ଲଜ୍ଜିତ ନୋହିଲେ।

Read ଗୀତସଂହିତା 22ଗୀତସଂହିତା 22
Compare ଗୀତସଂହିତା 22:2-5ଗୀତସଂହିତା 22:2-5