Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 22

ଗୀତସଂହିତା 22:20-22

Help us?
Click on verse(s) to share them!
20ଖଡ୍ଗରୁ ମୋ’ ପ୍ରାଣକୁ ଓ କୁକ୍କୁରର ବଳରୁ ମୋହର ଏକମାତ୍ର ଆତ୍ମାକୁ ଉଦ୍ଧାର କର।
21ସିଂହର ମୁଖରୁ ମୋତେ ନିସ୍ତାର କର; ହଁ, ଅରଣା ଷଣ୍ଢର ଶୃଙ୍ଗରୁ ରକ୍ଷା କରି ତୁମ୍ଭେ ମୋତେ ଉତ୍ତର ଦେଇଅଛ।
22ମୁଁ ଆପଣା ଭ୍ରାତୃଗଣ ନିକଟରେ ତୁମ୍ଭ ନାମ ପ୍ରଚାର କରିବି; ସମାଜ ମଧ୍ୟରେ ମୁଁ ତୁମ୍ଭର ପ୍ରଶଂସା କରିବି।

Read ଗୀତସଂହିତା 22ଗୀତସଂହିତା 22
Compare ଗୀତସଂହିତା 22:20-22ଗୀତସଂହିତା 22:20-22