Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 22

ଗୀତସଂହିତା 22:25-27

Help us?
Click on verse(s) to share them!
25ମହାସମାଜ ମଧ୍ୟରେ ତୁମ୍ଭେ ହିଁ ମୋହର ପ୍ରଶଂସା ଭୂମି; ମୁଁ ତାହାଙ୍କ ଭୟକାରୀମାନଙ୍କ ସାକ୍ଷାତରେ ଆପଣା ମାନତସବୁ ପୂର୍ଣ୍ଣ କରିବି।
26ନମ୍ର ଲୋକମାନେ ଭୋଜନ କରି ପରିତୃପ୍ତ ହେବେ; ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ ତାହାଙ୍କୁ ପ୍ରଶଂସା କରିବେ; ତୁମ୍ଭମାନଙ୍କ ଅନ୍ତଃକରଣ ନିତ୍ୟଜୀବୀ ହେଉ।
27ପୃଥିବୀର ପ୍ରାନ୍ତସ୍ଥିତ ସମସ୍ତେ ସଦାପ୍ରଭୁଙ୍କୁ ସ୍ମରଣ କରି ତାହାଙ୍କ ପ୍ରତି ଫେରିବେ; ଆଉ, ଅନ୍ୟ ଦେଶୀୟ ଗୋଷ୍ଠୀସକଳ ତୁମ୍ଭ ସମ୍ମୁଖରେ ପ୍ରଣାମ କରିବେ।

Read ଗୀତସଂହିତା 22ଗୀତସଂହିତା 22
Compare ଗୀତସଂହିତା 22:25-27ଗୀତସଂହିତା 22:25-27