Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 22

ଗୀତସଂହିତା 22:28-29

Help us?
Click on verse(s) to share them!
28କାରଣ ରାଜ୍ୟ ସଦାପ୍ରଭୁଙ୍କର ଅଟେ; ପୁଣି, ସେ ଗୋଷ୍ଠୀୟମାନଙ୍କର ଶାସନକର୍ତ୍ତା ଅଟନ୍ତି।
29ପୃଥିବୀସ୍ଥ ହୃଷ୍ଟପୁଷ୍ଟ ଲୋକ ସମସ୍ତେ ଭୋଜନ କରି ପ୍ରଣାମ କରିବେ; ଧୂଳିରେ ଲୀନ ହେବାକୁ ଉଦ୍ୟତ ସମସ୍ତେ, ଅର୍ଥାତ୍‍, ଆପଣା ପ୍ରାଣ ବଞ୍ଚାଇବାକୁ ଅସମର୍ଥ ଲୋକ ତାହାଙ୍କ ଛାମୁରେ ମୁହଁ ମାଡ଼ି ପଡ଼ିବେ।

Read ଗୀତସଂହିତା 22ଗୀତସଂହିତା 22
Compare ଗୀତସଂହିତା 22:28-29ଗୀତସଂହିତା 22:28-29