Text copied!
Bibles in Odia

ଗୀତସଂହିତା 22:28-29 in Odia

Help us?

ଗୀତସଂହିତା 22:28-29 in ଓଡିଆ ବାଇବେଲ

28 କାରଣ ରାଜ୍ୟ ସଦାପ୍ରଭୁଙ୍କର ଅଟେ; ପୁଣି, ସେ ଗୋଷ୍ଠୀୟମାନଙ୍କର ଶାସନକର୍ତ୍ତା ଅଟନ୍ତି।
29 ପୃଥିବୀସ୍ଥ ହୃଷ୍ଟପୁଷ୍ଟ ଲୋକ ସମସ୍ତେ ଭୋଜନ କରି ପ୍ରଣାମ କରିବେ; ଧୂଳିରେ ଲୀନ ହେବାକୁ ଉଦ୍ୟତ ସମସ୍ତେ, ଅର୍ଥାତ୍‍, ଆପଣା ପ୍ରାଣ ବଞ୍ଚାଇବାକୁ ଅସମର୍ଥ ଲୋକ ତାହାଙ୍କ ଛାମୁରେ ମୁହଁ ମାଡ଼ି ପଡ଼ିବେ।
ଗୀତସଂହିତା 22 in ଓଡିଆ ବାଇବେଲ