Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 22

ଗୀତସଂହିତା 22:3-6

Help us?
Click on verse(s) to share them!
3ତଥାପି ହେ ଇସ୍ରାଏଲର ପ୍ରଶଂସା-ନିବାସୀନ୍‍, ତୁମ୍ଭେ ପବିତ୍ର ଅଟ।
4ଆମ୍ଭମାନଙ୍କ ପୂର୍ବପୁରୁଷଗଣ ତୁମ୍ଭଠାରେ ବିଶ୍ୱାସ କଲେ; ସେମାନେ ବିଶ୍ୱାସ କଲେ, ଆଉ ତୁମ୍ଭେ ସେମାନଙ୍କୁ ଉଦ୍ଧାର କଲ।
5ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କଲେ ଓ ଉଦ୍ଧାର ପାଇଲେ; ସେମାନେ ତୁମ୍ଭଠାରେ ବିଶ୍ୱାସ କଲେ, ଆଉ ଲଜ୍ଜିତ ନୋହିଲେ।
6ମାତ୍ର ମୁଁ କୀଟ, ମନୁଷ୍ୟ ନୁହେଁ; ମନୁଷ୍ୟମାନଙ୍କର ନିନ୍ଦାପାତ୍ର ଓ ଲୋକମାନଙ୍କର ଅବଜ୍ଞାତ।

Read ଗୀତସଂହିତା 22ଗୀତସଂହିତା 22
Compare ଗୀତସଂହିତା 22:3-6ଗୀତସଂହିତା 22:3-6