Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 22

ଗୀତସଂହିତା 22:7-8

Help us?
Click on verse(s) to share them!
7ମୋତେ ଦେଖିବା ଲୋକ ସମସ୍ତେ ମୋତେ ପରିହାସ କରନ୍ତି; ସେମାନେ ଓଷ୍ଠ ଲମ୍ବାଇ, ମସ୍ତକ ହଲାଇ କହନ୍ତି,
8“ସଦାପ୍ରଭୁଙ୍କଠାରେ ସେ ଆପଣାକୁ ସମର୍ପଣ କଲା; ସେ ତାହାକୁ ଉଦ୍ଧାର କରନ୍ତୁ; ସେ ତାହାଠାରେ ସନ୍ତୁଷ୍ଟ, ତେଣୁ ସେ ତାହାକୁ ଉଦ୍ଧାର କରନ୍ତୁ।”

Read ଗୀତସଂହିତା 22ଗୀତସଂହିତା 22
Compare ଗୀତସଂହିତା 22:7-8ଗୀତସଂହିତା 22:7-8