Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 22

ଗୀତସଂହିତା 22:8-10

Help us?
Click on verse(s) to share them!
8“ସଦାପ୍ରଭୁଙ୍କଠାରେ ସେ ଆପଣାକୁ ସମର୍ପଣ କଲା; ସେ ତାହାକୁ ଉଦ୍ଧାର କରନ୍ତୁ; ସେ ତାହାଠାରେ ସନ୍ତୁଷ୍ଟ, ତେଣୁ ସେ ତାହାକୁ ଉଦ୍ଧାର କରନ୍ତୁ।”
9ମାତ୍ର ତୁମ୍ଭେ ହିଁ ମୋତେ ଗର୍ଭରୁ ବାହାର କରି ଆଣିଅଛ; ମୁଁ ଆପଣା ମାତୃ-କୋଳରେ ଥିବା ସମୟରେ ତୁମ୍ଭେ ମୋହର ବିଶ୍ୱାସ ଜନ୍ମାଇଅଛ।
10ଗର୍ଭରୁ ମୁଁ ତୁମ୍ଭଠାରେ ସମର୍ପିତ ହୋଇଥିଲି; ମୋହର ମାତାର ଉଦରରୁ ତୁମ୍ଭେ ମୋହର ପରମେଶ୍ୱର ଅଟ।

Read ଗୀତସଂହିତା 22ଗୀତସଂହିତା 22
Compare ଗୀତସଂହିତା 22:8-10ଗୀତସଂହିତା 22:8-10