Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 23

ଗୀତସଂହିତା 23:1-4

Help us?
Click on verse(s) to share them!
1ଦାଉଦଙ୍କର ଗୀତ। ସଦାପ୍ରଭୁ ମୋହର ପ୍ରତିପାଳକ; ମୋହର ଅଭାବ ହେବ ନାହିଁ।
2ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି; ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି।
3ସେ ମୋ’ ପ୍ରାଣକୁ ସୁସ୍ଥ କରନ୍ତି, ସେ ଆପଣା ନାମ ସକାଶୁ ଧର୍ମ ପଥରେ ମୋତେ କଢ଼ାଇ ନିଅନ୍ତି।
4ଏଣୁ ମୁଁ ମୃତ୍ୟୁୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି।

Read ଗୀତସଂହିତା 23ଗୀତସଂହିତା 23
Compare ଗୀତସଂହିତା 23:1-4ଗୀତସଂହିତା 23:1-4