Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 23

ଗୀତସଂହିତା 23:3-5

Help us?
Click on verse(s) to share them!
3ସେ ମୋ’ ପ୍ରାଣକୁ ସୁସ୍ଥ କରନ୍ତି, ସେ ଆପଣା ନାମ ସକାଶୁ ଧର୍ମ ପଥରେ ମୋତେ କଢ଼ାଇ ନିଅନ୍ତି।
4ଏଣୁ ମୁଁ ମୃତ୍ୟୁୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି।
5ତୁମ୍ଭେ ମୋ’ ଶତ୍ରୁଗଣଙ୍କ ସାକ୍ଷାତରେ ମୋ’ ସମ୍ମୁଖରେ ମେଜ ସଜାଉଅଛ; ତୁମ୍ଭେ ତୈଳରେ ମୋ’ ମସ୍ତକ ସିକ୍ତ କରିଅଛ; ମୋ’ ପାନପାତ୍ର ଉଚ୍ଛୁଳି ପଡ଼ୁଅଛି।

Read ଗୀତସଂହିତା 23ଗୀତସଂହିତା 23
Compare ଗୀତସଂହିତା 23:3-5ଗୀତସଂହିତା 23:3-5