Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 24

ଗୀତସଂହିତା 24:1-4

Help us?
Click on verse(s) to share them!
1ଦାଉଦଙ୍କର ଗୀତ। ପୃଥିବୀ ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର।
2କାରଣ ସେ ସମୁଦ୍ର ଉପରେ ତାହା ସ୍ଥାପନ କରିଅଛନ୍ତି ଓ ନଦୀ ଉପରେ ତାହା ଦୃଢ଼ କରିଅଛନ୍ତି।
3କିଏ ସଦାପ୍ରଭୁଙ୍କ ପର୍ବତରେ ଆରୋହଣ କରିବ ? ଓ କିଏ ତାହାଙ୍କ ପବିତ୍ର ସ୍ଥାନରେ ଠିଆ ହେବ ?
4ଯାହାର ହସ୍ତ ଶୁଚି ଓ ଅନ୍ତଃକରଣ ନିର୍ମଳ; ଯାହାର ମନ ଅସାରତା ପ୍ରତି ଉଠି ନାହିଁ, ପୁଣି, ଯେ ଛଳ ଭାବରେ ଶପଥ କରି ନାହିଁ, ସେ।

Read ଗୀତସଂହିତା 24ଗୀତସଂହିତା 24
Compare ଗୀତସଂହିତା 24:1-4ଗୀତସଂହିତା 24:1-4