2କାରଣ ସେ ସମୁଦ୍ର ଉପରେ ତାହା ସ୍ଥାପନ କରିଅଛନ୍ତି ଓ ନଦୀ ଉପରେ ତାହା ଦୃଢ଼ କରିଅଛନ୍ତି।
3କିଏ ସଦାପ୍ରଭୁଙ୍କ ପର୍ବତରେ ଆରୋହଣ କରିବ ? ଓ କିଏ ତାହାଙ୍କ ପବିତ୍ର ସ୍ଥାନରେ ଠିଆ ହେବ ?
4ଯାହାର ହସ୍ତ ଶୁଚି ଓ ଅନ୍ତଃକରଣ ନିର୍ମଳ; ଯାହାର ମନ ଅସାରତା ପ୍ରତି ଉଠି ନାହିଁ, ପୁଣି, ଯେ ଛଳ ଭାବରେ ଶପଥ କରି ନାହିଁ, ସେ।