Text copied!
Bibles in Odia

ଗୀତସଂହିତା 24:3-5 in Odia

Help us?

ଗୀତସଂହିତା 24:3-5 in ଓଡିଆ ବାଇବେଲ

3 କିଏ ସଦାପ୍ରଭୁଙ୍କ ପର୍ବତରେ ଆରୋହଣ କରିବ ? ଓ କିଏ ତାହାଙ୍କ ପବିତ୍ର ସ୍ଥାନରେ ଠିଆ ହେବ ?
4 ଯାହାର ହସ୍ତ ଶୁଚି ଓ ଅନ୍ତଃକରଣ ନିର୍ମଳ; ଯାହାର ମନ ଅସାରତା ପ୍ରତି ଉଠି ନାହିଁ, ପୁଣି, ଯେ ଛଳ ଭାବରେ ଶପଥ କରି ନାହିଁ, ସେ।
5 ସେ ସଦାପ୍ରଭୁଙ୍କଠାରୁ ଆଶୀର୍ବାଦ ଓ ଆପଣାର ପରିତ୍ରାଣ ସ୍ୱରୂପ ପରମେଶ୍ୱରଙ୍କଠାରୁ ଧାର୍ମିକତା ପ୍ରାପ୍ତ ହେବ।
ଗୀତସଂହିତା 24 in ଓଡିଆ ବାଇବେଲ