Text copied!
Bibles in Odia

ଗୀତସଂହିତା 24:5-9 in Odia

Help us?

ଗୀତସଂହିତା 24:5-9 in ଓଡିଆ ବାଇବେଲ

5 ସେ ସଦାପ୍ରଭୁଙ୍କଠାରୁ ଆଶୀର୍ବାଦ ଓ ଆପଣାର ପରିତ୍ରାଣ ସ୍ୱରୂପ ପରମେଶ୍ୱରଙ୍କଠାରୁ ଧାର୍ମିକତା ପ୍ରାପ୍ତ ହେବ।
6 ଯେଉଁମାନେ ପରମେଶ୍ୱରଙ୍କୁ ଅନ୍ୱେଷଣ କରନ୍ତି, ସେମାନଙ୍କର ବଂଶ ଏହି, ହେ ଯାକୁବର ପରମେଶ୍ୱର, ଏମାନେ ତୁମ୍ଭର ମୁଖ ଅନ୍ୱେଷଣ କରନ୍ତି। ସେଲା
7 ହେ ନଗରଦ୍ୱାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ଟେକି ହୁଅ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ।
8 ଗୌରବମୟ ରାଜା କିଏ ? ବଳବାନ ଓ ବୀର ସଦାପ୍ରଭୁ, ସଂଗ୍ରାମରେ ବୀର ସଦାପ୍ରଭୁ।
9 ହେ ନଗରଦ୍ୱାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ମସ୍ତକ ଟେକ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ।
ଗୀତସଂହିତା 24 in ଓଡିଆ ବାଇବେଲ