Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 25

ଗୀତସଂହିତା 25:10-11

Help us?
Click on verse(s) to share them!
10ଯେଉଁମାନେ ତାହାଙ୍କ ନିୟମ ଓ ପ୍ରମାଣ-ବାକ୍ୟ ପାଳନ କରନ୍ତି, ସେମାନଙ୍କ ପ୍ରତି ସଦାପ୍ରଭୁଙ୍କର ସମସ୍ତ ପଥ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତାବିଶିଷ୍ଟ।
11ହେ ସଦାପ୍ରଭୁ, ଆପଣା ନାମ ସକାଶୁ ମୋହର ଅପରାଧ କ୍ଷମା କର, କାରଣ ତାହା ବଡ଼।

Read ଗୀତସଂହିତା 25ଗୀତସଂହିତା 25
Compare ଗୀତସଂହିତା 25:10-11ଗୀତସଂହିତା 25:10-11