Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 25

ଗୀତସଂହିତା 25:14-17

Help us?
Click on verse(s) to share them!
14ସଦାପ୍ରଭୁଙ୍କ ଗୁପ୍ତ ବିଷୟ ତାହାଙ୍କ ଭୟକାରୀମାନଙ୍କଠାରେ ଥାଏ; ଆଉ, ସେ ସେମାନଙ୍କ ପ୍ରତି ଆପଣା ନିୟମ ପ୍ରକାଶ କରିବେ।
15ସଦାବେଳେ ସଦାପ୍ରଭୁଙ୍କ ଆଡ଼େ ମୋହର ଦୃଷ୍ଟି ଥାଏ; କାରଣ ସେ ଜାଲରୁ ମୋହର ଚରଣ ଉଦ୍ଧାର କରିବେ।
16ମୋ’ ପ୍ରତି ଫେର ଓ ମୋ’ ପ୍ରତି ଦୟା କର; କାରଣ ମୁଁ ଅସହାୟ ଓ ଦୁଃଖଗ୍ରସ୍ତ ଅଟେ।
17ମୋ’ ଅନ୍ତଃକରଣର ଯନ୍ତ୍ରଣା ବଢ଼ିଅଛି; ତୁମ୍ଭେ ସମସ୍ତ କଷ୍ଟରୁ ମୋତେ ଉଦ୍ଧାର କର।

Read ଗୀତସଂହିତା 25ଗୀତସଂହିତା 25
Compare ଗୀତସଂହିତା 25:14-17ଗୀତସଂହିତା 25:14-17