Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 25

ଗୀତସଂହିତା 25:17-19

Help us?
Click on verse(s) to share them!
17ମୋ’ ଅନ୍ତଃକରଣର ଯନ୍ତ୍ରଣା ବଢ଼ିଅଛି; ତୁମ୍ଭେ ସମସ୍ତ କଷ୍ଟରୁ ମୋତେ ଉଦ୍ଧାର କର।
18ମୋହର କ୍ଳେଶ ଓ ଦୁଃଖ ପ୍ରତି ଦୃଷ୍ଟିପାତ କର; ପୁଣି, ମୋହର ପାପସବୁ କ୍ଷମା କର।
19ମୋହର ଶତ୍ରୁମାନଙ୍କ ପ୍ରତି ଦୃଷ୍ଟିପାତ କର, କାରଣ ସେମାନେ ଅନେକ; ସେମାନେ ଦାରୁଣ ଘୃଣା ଭାବରେ ମୋତେ ଘୃଣା କରନ୍ତି।

Read ଗୀତସଂହିତା 25ଗୀତସଂହିତା 25
Compare ଗୀତସଂହିତା 25:17-19ଗୀତସଂହିତା 25:17-19