Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 25

ଗୀତସଂହିତା 25:7-9

Help us?
Click on verse(s) to share them!
7ମୋ’ ଯୌବନ କାଳର ପାପ ଓ ଅଧର୍ମସବୁ ସ୍ମରଣ କର ନାହିଁ; ହେ ସଦାପ୍ରଭୁ, ତୁମ୍ଭେ ଆପଣାର ମଙ୍ଗଳଭାବ ସକାଶୁ ନିଜ ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋତେ ସ୍ମରଣ କର।
8ସଦାପ୍ରଭୁ ମଙ୍ଗଳମୟ ଓ ସରଳ ଅଟନ୍ତି; ଏହେତୁ ସେ ପାପୀମାନଙ୍କୁ ପଥ ବିଷୟରେ ଶିକ୍ଷା ଦେବେ।
9ସେ ନମ୍ର ଲୋକକୁ ବିଚାର ମାର୍ଗରେ କଢ଼ାଇ ନେବେ ଓ ନମ୍ର ଲୋକକୁ ଆପଣା ପଥ ଶିଖାଇବେ।

Read ଗୀତସଂହିତା 25ଗୀତସଂହିତା 25
Compare ଗୀତସଂହିତା 25:7-9ଗୀତସଂହିତା 25:7-9