Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 26

ଗୀତସଂହିତା 26:3-5

Help us?
Click on verse(s) to share them!
3କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ମୋ’ ଦୃଷ୍ଟି-ଗୋଚରରେ ଅଛି; ମୁଁ ତୁମ୍ଭ ସତ୍ୟତାରେ ଆଚରଣ କରିଅଛି।
4ମୁଁ ଅସାର ଲୋକଙ୍କ ସଙ୍ଗେ ବସି ନାହିଁ; କିଅବା ମୁଁ କପଟୀମାନଙ୍କ ସଙ୍ଗେ ଗମନ କରିବି ନାହିଁ।
5ମୁଁ ଦୁଷ୍କର୍ମକାରୀମାନଙ୍କ ସମାଜକୁ ଘୃଣା କରେ, ପୁଣି, ଦୁଷ୍ଟମାନଙ୍କ ସଙ୍ଗେ ବସିବି ନାହିଁ।

Read ଗୀତସଂହିତା 26ଗୀତସଂହିତା 26
Compare ଗୀତସଂହିତା 26:3-5ଗୀତସଂହିତା 26:3-5