Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 26

ଗୀତସଂହିତା 26:5-8

Help us?
Click on verse(s) to share them!
5ମୁଁ ଦୁଷ୍କର୍ମକାରୀମାନଙ୍କ ସମାଜକୁ ଘୃଣା କରେ, ପୁଣି, ଦୁଷ୍ଟମାନଙ୍କ ସଙ୍ଗେ ବସିବି ନାହିଁ।
6ହେ ସଦାପ୍ରଭୁ, ଯେପରି ମୁଁ ଧନ୍ୟବାଦ-ସ୍ୱର ଶୁଣାଇବି ଓ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରିବି,
7ଏଥିପାଇଁ ମୁଁ ନିର୍ଦ୍ଦୋଷତାରେ ଆପଣା ହସ୍ତ ପ୍ରକ୍ଷାଳନ କରି ତୁମ୍ଭର ଯଜ୍ଞବେଦି ପ୍ରଦକ୍ଷିଣ କରିବି।
8ହେ ସଦାପ୍ରଭୁ, ମୁଁ ତୁମ୍ଭର ନିବାସ-ଗୃହକୁ ଓ ତୁମ୍ଭ ଗୌରବର ବାସସ୍ଥାନକୁ ସ୍ନେହ କରେ।

Read ଗୀତସଂହିତା 26ଗୀତସଂହିତା 26
Compare ଗୀତସଂହିତା 26:5-8ଗୀତସଂହିତା 26:5-8