Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 26

ଗୀତସଂହିତା 26:7-11

Help us?
Click on verse(s) to share them!
7ଏଥିପାଇଁ ମୁଁ ନିର୍ଦ୍ଦୋଷତାରେ ଆପଣା ହସ୍ତ ପ୍ରକ୍ଷାଳନ କରି ତୁମ୍ଭର ଯଜ୍ଞବେଦି ପ୍ରଦକ୍ଷିଣ କରିବି।
8ହେ ସଦାପ୍ରଭୁ, ମୁଁ ତୁମ୍ଭର ନିବାସ-ଗୃହକୁ ଓ ତୁମ୍ଭ ଗୌରବର ବାସସ୍ଥାନକୁ ସ୍ନେହ କରେ।
9ପାପୀମାନଙ୍କ ସଙ୍ଗେ ମୋ’ ପ୍ରାଣକୁ କିଅବା ରକ୍ତପାତକାରୀ ମନୁଷ୍ୟମାନଙ୍କ ସଙ୍ଗେ ମୋ’ ଜୀବନକୁ ସଂଗ୍ରହ କର ନାହିଁ।
10ସେମାନଙ୍କ ହସ୍ତରେ ଅନିଷ୍ଟ ଥାଏ, ପୁଣି, ସେମାନଙ୍କ ଦକ୍ଷିଣ ହସ୍ତ ଲାଞ୍ଚରେ ପରିପୂର୍ଣ୍ଣ।
11ମାତ୍ର ମୁଁ ନିଜ ସିଦ୍ଧତାରେ ଆଚରଣ କରିବି; ମୋତେ ମୁକ୍ତ କର ଓ ମୋ’ ପ୍ରତି ସଦୟ ହୁଅ।

Read ଗୀତସଂହିତା 26ଗୀତସଂହିତା 26
Compare ଗୀତସଂହିତା 26:7-11ଗୀତସଂହିତା 26:7-11