Text copied!
Bibles in Odia

ଗୀତସଂହିତା 26:7-11 in Odia

Help us?

ଗୀତସଂହିତା 26:7-11 in ଓଡିଆ ବାଇବେଲ

7 ଏଥିପାଇଁ ମୁଁ ନିର୍ଦ୍ଦୋଷତାରେ ଆପଣା ହସ୍ତ ପ୍ରକ୍ଷାଳନ କରି ତୁମ୍ଭର ଯଜ୍ଞବେଦି ପ୍ରଦକ୍ଷିଣ କରିବି।
8 ହେ ସଦାପ୍ରଭୁ, ମୁଁ ତୁମ୍ଭର ନିବାସ-ଗୃହକୁ ଓ ତୁମ୍ଭ ଗୌରବର ବାସସ୍ଥାନକୁ ସ୍ନେହ କରେ।
9 ପାପୀମାନଙ୍କ ସଙ୍ଗେ ମୋ’ ପ୍ରାଣକୁ କିଅବା ରକ୍ତପାତକାରୀ ମନୁଷ୍ୟମାନଙ୍କ ସଙ୍ଗେ ମୋ’ ଜୀବନକୁ ସଂଗ୍ରହ କର ନାହିଁ।
10 ସେମାନଙ୍କ ହସ୍ତରେ ଅନିଷ୍ଟ ଥାଏ, ପୁଣି, ସେମାନଙ୍କ ଦକ୍ଷିଣ ହସ୍ତ ଲାଞ୍ଚରେ ପରିପୂର୍ଣ୍ଣ।
11 ମାତ୍ର ମୁଁ ନିଜ ସିଦ୍ଧତାରେ ଆଚରଣ କରିବି; ମୋତେ ମୁକ୍ତ କର ଓ ମୋ’ ପ୍ରତି ସଦୟ ହୁଅ।
ଗୀତସଂହିତା 26 in ଓଡିଆ ବାଇବେଲ