Text copied!
Bibles in Odia

ଗୀତସଂହିତା 27:1-4 in Odia

Help us?

ଗୀତସଂହିତା 27:1-4 in ଓଡିଆ ବାଇବେଲ

1 ଦାଉଦଙ୍କର ଗୀତ। ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ; ମୁଁ କାହାକୁ ଭୟ କରିବି ? ସଦାପ୍ରଭୁ ମୋ’ ଜୀବନର ବଳ; ମୁଁ କାହାଠାରୁ ଭୀତ ହେବି ?
2 ଦୁଷ୍କର୍ମକାରୀଗଣ ମୋହର ମାଂସ ଗ୍ରାସ କରିବା ପାଇଁ ମୋତେ ଆକ୍ରମଣ କରିବା ବେଳେ ମୋହର ସେହି ବିପକ୍ଷ ଓ ଶତ୍ରୁମାନେ ଝୁଣ୍ଟି ପତିତ ହେଲେ।
3 ସୈନ୍ୟଦଳ ମୋ’ ବିରୁଦ୍ଧରେ ଛାଉଣି କଲେ ହେଁ ମୋହର ଅନ୍ତଃକରଣ ଭୟ କରିବ ନାହିଁ; ଯଦି ଯୁଦ୍ଧ ମୋ’ ବିରୁଦ୍ଧରେ ଉଠେ, ତେବେ ମଧ୍ୟ ମୁଁ ସାହସିକ ହେବି।
4 ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, ତାହା ହିଁ ମୁଁ ଅନ୍ୱେଷଣ କରିବି।
ଗୀତସଂହିତା 27 in ଓଡିଆ ବାଇବେଲ