Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 27

ଗୀତସଂହିତା 27:12-14

Help us?
Click on verse(s) to share them!
12ମୋ’ ବିପକ୍ଷଗଣର ବାଞ୍ଛାରେ ମୋତେ ସମର୍ପଣ କର ନାହିଁ; କାରଣ ମିଥ୍ୟାସାକ୍ଷୀମାନେ ଓ ନିଷ୍ଠୁରତାରୂପ ନିଶ୍ୱାସ ମାରିବା ଲୋକେ ମୋ’ ବିରୁଦ୍ଧରେ ଉଠିଅଛନ୍ତି।
13ମୁଁ ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କର ମଙ୍ଗଳ ଭାବ ଦେଖିବାକୁ ବିଶ୍ୱାସ କରି ନ ଥିଲେ, ମୂର୍ଚ୍ଛିତ ହୋଇଥା’ନ୍ତି।
14ସଦାପ୍ରଭୁଙ୍କର ସାହାଯ୍ୟ ନିମନ୍ତେ ଅପେକ୍ଷା କର; ବଳବାନ ହୁଅ ଓ ତୁମ୍ଭର ଅନ୍ତଃକରଣ ସାହସିକ ହେଉ; ହଁ, ତୁମ୍ଭେ ସଦାପ୍ରଭୁଙ୍କର ଅନୁସରଣ କର।

Read ଗୀତସଂହିତା 27ଗୀତସଂହିତା 27
Compare ଗୀତସଂହିତା 27:12-14ଗୀତସଂହିତା 27:12-14