Text copied!
Bibles in Odia

ଗୀତସଂହିତା 27:5-6 in Odia

Help us?

ଗୀତସଂହିତା 27:5-6 in ଓଡିଆ ବାଇବେଲ

5 କାରଣ ବିପଦ ଦିନରେ ସେ ଆପଣା ଆବାସରେ ମୋତେ ଗୋପନ କରି ରଖିବେ; ସେ ଆପଣା ତମ୍ବୁର ଅନ୍ତରାଳରେ ମୋତେ ଲୁଚାଇବେ; ସେ ମୋତେ ଶୈଳ ଉପରକୁ ଉଠାଇବେ।
6 ଏଣୁ ଏବେ ମୋ’ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ଉପରେ ମୋହର ମସ୍ତକ ଉନ୍ନତ ହେବ; ଆଉ, ମୁଁ ତାହାଙ୍କ ତମ୍ବୁରେ ଜୟଧ୍ୱନିର ବଳି ଉତ୍ସର୍ଗ କରିବି; ମୁଁ ଗାନ କରିବି, ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।
ଗୀତସଂହିତା 27 in ଓଡିଆ ବାଇବେଲ