Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 28

ଗୀତସଂହିତା 28:7-8

Help us?
Click on verse(s) to share them!
7ସଦାପ୍ରଭୁ ମୋହର ବଳ ଓ ମୋହର ଢାଲ; ମୋହର ଅନ୍ତଃକରଣ ତାହାଙ୍କଠାରେ ଭରସା ରଖିଅଛି ଓ ମୁଁ ସାହାଯ୍ୟ ପାଇଅଛି; ଏହେତୁ ମୋ’ ଅନ୍ତଃକରଣ ଅତ୍ୟନ୍ତ ଉଲ୍ଲାସ କରୁଅଛି; ଆଉ, ମୁଁ ନିଜ ଗୀତରେ ତାହାଙ୍କର ପ୍ରଶଂସା କରିବି।
8ସଦାପ୍ରଭୁ ସେମାନଙ୍କର ବଳ ଓ ଆପଣା ଅଭିଷିକ୍ତ ପ୍ରତି ପରିତ୍ରାଣର ଦୃଢ଼ ଦୁର୍ଗ ଅଟନ୍ତି।

Read ଗୀତସଂହିତା 28ଗୀତସଂହିତା 28
Compare ଗୀତସଂହିତା 28:7-8ଗୀତସଂହିତା 28:7-8