Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 29

ଗୀତସଂହିତା 29:3-4

Help us?
Click on verse(s) to share them!
3ଜଳରାଶି ଉପରେ ସଦାପ୍ରଭୁଙ୍କର ରବ ଅଛି; ଗୌରବମୟ ପରମେଶ୍ୱର ବଜ୍ରନାଦ କରନ୍ତି, ସଦାପ୍ରଭୁ ଅପାର ଜଳରାଶି ଉପରେ ବିଦ୍ୟମାନ।
4ସଦାପ୍ରଭୁଙ୍କ ରବ ଶକ୍ତିବିଶିଷ୍ଟ; ସଦାପ୍ରଭୁଙ୍କ ରବ ପ୍ରତାପପୂର୍ଣ୍ଣ।

Read ଗୀତସଂହିତା 29ଗୀତସଂହିତା 29
Compare ଗୀତସଂହିତା 29:3-4ଗୀତସଂହିତା 29:3-4