Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 29

ଗୀତସଂହିତା 29:8-9

Help us?
Click on verse(s) to share them!
8ସଦାପ୍ରଭୁଙ୍କ ରବ ପ୍ରାନ୍ତରକୁ କମ୍ପିତ କରେ; ସଦାପ୍ରଭୁ କାଦେଶର ପ୍ରାନ୍ତରକୁ କମ୍ପିତ କରନ୍ତି।
9ସଦାପ୍ରଭୁଙ୍କ ରବ ହରିଣୀମାନଙ୍କୁ ପ୍ରସବ କରାଏ ଓ ବନସମୂହକୁ ବିବସ୍ତ୍ର କରେ; ପୁଣି, ତାହାଙ୍କ ମନ୍ଦିରରେ ସମସ୍ତ ବିଷୟ ଗୌରବ, ଗୌରବ ବୋଲି କହନ୍ତି।

Read ଗୀତସଂହିତା 29ଗୀତସଂହିତା 29
Compare ଗୀତସଂହିତା 29:8-9ଗୀତସଂହିତା 29:8-9