Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 2

ଗୀତସଂହିତା 2:1-3

Help us?
Click on verse(s) to share them!
1ଗୋଷ୍ଠୀୟମାନେ କାହିଁକି କଳହ କରନ୍ତି; ଜନବୃନ୍ଦ କାହିଁକି ବୃଥାରେ ଷଡଯନ୍ତ୍ର କରନ୍ତି ?
2ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତ ବ୍ୟକ୍ତିଙ୍କ ବିରୁଦ୍ଧରେ ଭୂପତିଗଣ ଠିଆ ହୁଅନ୍ତି ଓ ଶାସନକର୍ତ୍ତୃଗଣ ଏକତ୍ର ମନ୍ତ୍ରଣା କରନ୍ତି,
3ଆସ, ଆମ୍ଭେମାନେ ସେମାନଙ୍କ ବନ୍ଧନ ଛିଣ୍ଡାଇ ପକାଉ ଓ ଆମ୍ଭମାନଙ୍କ ନିକଟରୁ ସେମାନଙ୍କ ରଜ୍ଜୁ ଦୂର କରି ଦେଉ।

Read ଗୀତସଂହିତା 2ଗୀତସଂହିତା 2
Compare ଗୀତସଂହିତା 2:1-3ଗୀତସଂହିତା 2:1-3