Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 2

ଗୀତସଂହିତା 2:3-5

Help us?
Click on verse(s) to share them!
3ଆସ, ଆମ୍ଭେମାନେ ସେମାନଙ୍କ ବନ୍ଧନ ଛିଣ୍ଡାଇ ପକାଉ ଓ ଆମ୍ଭମାନଙ୍କ ନିକଟରୁ ସେମାନଙ୍କ ରଜ୍ଜୁ ଦୂର କରି ଦେଉ।
4ଯେ ସ୍ୱର୍ଗରେ ଉପବିଷ୍ଟ, ସେ ହସିବେ; ପ୍ରଭୁ ସେମାନଙ୍କୁ ପରିହାସ କରିବେ।
5ତହୁଁ ସେ ଆପଣା କୋପରେ ସେମାନଙ୍କୁ କଥା କହିବେ ଓ ଆପଣା ମହାକୋପରେ ସେମାନଙ୍କୁ ବ୍ୟାକୁଳ କରିବେ;

Read ଗୀତସଂହିତା 2ଗୀତସଂହିତା 2
Compare ଗୀତସଂହିତା 2:3-5ଗୀତସଂହିତା 2:3-5