Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 2

ଗୀତସଂହିତା 2:6-11

Help us?
Click on verse(s) to share them!
6ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି।
7ମୁଁ ସେହି ବିଧାନ ପ୍ରଚାର କରିବି; ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଆମ୍ଭର ପୁତ୍ର; ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ।
8ଆମ୍ଭ ନିକଟରେ ମାଗ, ତେବେ ଆମ୍ଭେ ତୁମ୍ଭର ଉତ୍ତରାଧିକାର ନିମନ୍ତେ ଗୋଷ୍ଠୀୟମାନଙ୍କୁ ଓ ତୁମ୍ଭର ଅଧିକାର ନିମନ୍ତେ ପୃଥିବୀର ପ୍ରାନ୍ତଭାଗସବୁ ତୁମ୍ଭକୁ ଦେବା।
9ତୁମ୍ଭେ ଲୌହ ଦଣ୍ଡରେ ସେମାନଙ୍କୁ ଭାଙ୍ଗିବ; ତୁମ୍ଭେ କୁମ୍ଭକାରର ପାତ୍ର ପରି ସେମାନଙ୍କୁ ଚୂର୍ଣ୍ଣ କରିବ।”
10ଏହି କାରଣରୁ, ହେ ରାଜାଗଣ, ତୁମ୍ଭେମାନେ ଏବେ ଜ୍ଞାନବାନ ହୁଅ, ହେ ପୃଥିବୀର ବିଚାରକର୍ତ୍ତୃଗଣ, ତୁମ୍ଭେମାନେ ଶିକ୍ଷା ଗ୍ରହଣ କର।
11ଭୟରେ ସଦାପ୍ରଭୁଙ୍କର ସେବା କର ଓ କମ୍ପିତ ହୋଇ ଉଲ୍ଲାସ କର।

Read ଗୀତସଂହିତା 2ଗୀତସଂହିତା 2
Compare ଗୀତସଂହିତା 2:6-11ଗୀତସଂହିତା 2:6-11